#FoodandNutrition #OdiaHealthTips
ଆଜିକାଲିର ଅସ୍ୱାସ୍ଥ୍ୟକର ଖାଦ୍ୟଶୈଳୀ ଓ ମାନସିକ ଚାପ ବିଭିନ୍ନ ରୋଗର କାରଣ। ତେଣୁ ସୁସ୍ଥ ରହିବା ପାଇଁ ସୁଷମ ଖାଦ୍ୟ ଖାଇବା ନିହାତି ଜରୁରୀ। ଆସନ୍ତୁ ଡାଏଟିସିଆନ୍ ନିହାରିକା ଦାଶଙ୍କଠାରୁ ଏ ବିଷୟରେ ଅଧିକ ଜାଣିବା।
Today's unhealthy diet and stress are the causes of various diseases. So it is important to eat a balanced diet to stay healthy. How to eat healthy food everyday? Let's find out more from Dietician Niharika Dash.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ([ Ссылка ]) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ [ Ссылка ] ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at hello@odicast.com
Swasthya Plus Odia, Odisha's leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!
Ещё видео!